ଓଡ଼ିଆ ପୁଅଙ୍କୁ ବଡ଼ ଦାୟିତ୍ୱ ଦେଲା BCCI: ପ୍ରଜ୍ଞାନ ଓଝା ହେଲେ ଟିମଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା 4:44 pmOctober 19, 2026 / 07
Writing the AI summary…
ନୂଆଦିଲ୍ଲୀ,୧୯।୧୦: ଭାରତୀୟ କ୍ରିକେଟ୍ରେ ବଡ଼ ପରିବର୍ତ୍ତନ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଟିମ ଇଣ୍ଡିଆର ଚୟନ କମିଟି ନିଯୁକ୍ତ କରିଛି। ପୂର୍ବତନ ଭାରତୀୟ ସ୍ପିନର ପ୍ରଜ୍ଞାନ ଓଝାଙ୍କୁ ଚୟନ କମିଟିର ନୂଆ ଅଧ୍ୟକ୍ଷ ଅର୍ଥାତ୍ ମୁଖ
✨ Skip the long read: sign in for a short AI summary — 2 free every day.
0 comments