ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ
Writing the AI summary…
ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ ସଂଘ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ
✨ Skip the long read: sign in for a short AI summary — 2 free every day.
0 comments