ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ
Writing the AI summary…
ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ
2 free AI summaries left today
0 comments