ICC ଟି-୨୦ ରାଙ୍କିଂରେ ବଡ଼ ଅଦଳବଦଳ: ନମନ ଧୀରଙ୍କୁ ପଛରେ ପକାଇ ଏହି ସ୍ଥାନକୁ ଉଠିଲେ ବୈଭବ, ତାଲିକା ଦେଖିଲେ…
Writing the AI summary…
ନୂଆଦିଲ୍ଲୀ, ୨୮।୧୦: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ରହିଛି। ଏଠାରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ୩ଟି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜରେ ଅପରାଜେୟ ଅଗ୍ରଣୀ ହାସଲ କରିଛି। ଅକ୍ଟୋବର ୨୭ରେ ଖେଳାଯାଇଥିବା ସିର
2 free AI summaries left today
0 comments