ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍
Writing the AI summary…
ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ ସ୍ରୋତରେ ଭାସିଯାଇଛି। ଫଳରେ ପ୍ରାୟ ୨୦ ଫୁଟ୍ର ରାସ୍ତା ସମ୍ପୂର୍ଣ୍ଣ ଧୋଇଯା
2 free AI summaries left today
0 comments