‘ଟେଷ୍ଟ କ୍ରିକେଟରେ ଏବେ ବି ବହୁତ କିଛି ପ୍ରମାଣ କରିବାର ଅଛି’ ଯଶପ୍ରୀତ ବୁମରାଙ୍କ ସମ୍ପର୍କରେ ଏମିତି କହିଲେ ପାକିସ୍ତାନ କ୍ରିକେଟର
Writing the AI summary…
ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ ମାଧ୍ୟମରେ ସେ ଅନେକ ଥର ଭାରତକୁ ଜଟିଳ ପରିସ୍ଥିତିରୁ ଉଦ୍ଧାର କରି
2 free AI summaries left today
0 comments