ମାତ୍ର ୩୫ ରନ୍ କରିବା କ୍ଷଣି ବିଶ୍ୱରେକର୍ଡ ଭାଙ୍ଗିବେ ଅଭିଷେକ ଶର୍ମା: ହାତରେ ରହିଛି ବଡ଼ ସୁଯୋଗ
Writing the AI summary…
ନୂଆଦିଲ୍ଲୀ,୩୦।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ୍ର ଚତୁର୍ଥ ମ୍ୟାଚ ଆଜି ଅକଲାଣ୍ଡର ଇଡେନ ପାର୍କରେ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଓପନର ଅଭିଷେକ ଶର୍ମାଙ୍କ ପାଖରେ ଦୁଇଟି ବଡ଼ ରେକର୍ଡ ନିଜ ନାମରେ କରିବାର ସୁଯୋଗ ରହିଛି।
2 free AI summaries left today
0 comments