ଶେଷ ମ୍ୟାଚ୍ରେ ହାରିଲା,ହେଲେ ୩-୨ରେ ସିରିଜ ଜିତିଲା ଟିମ୍ ଇଣ୍ଡିଆ
Writing the AI summary…
ହାମିଲଟନ୍,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର ଟି-୨୦ ସିରିଜ୍ ୩-୨ ସ୍କୋର ସହ ଶେଷ ହୋଇଛି। ସିରିଜ୍ର ପ୍ରଥମ ତିନୋଟି ମ୍ୟାଚ୍ କ୍ରମାଗତ ଭାବେ ଜିତି ଭାରତୀୟ ଦଳ ପୂର୍ବରୁ ହିଁ ଟ୍ରଫି ନିଜ ନାମରେ କରିସାରିଥିଲା।
2 free AI summaries left today
0 comments