Asia Cup: ରାଇଜିଂ ଷ୍ଟାର୍ସ ଏସିଆ କପ୍ ପାଇଁ ଭାରତ ‘ଏ’ ଦଳରେ ଅଭିଷେକ, ସୂର୍ଯ୍ୟବଂଶୀ
Writing the AI summary…
କତରର ଦୋହାଠାରେ ଚଳିତ ମାସ ୧୯ରୁ ୨୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ରାଇଜିଂ ଷ୍ଟାର୍ସ ଏସିଆ କପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ତିଳକ ବର୍ମାଙ୍କ ନେତୃତ୍ବରେ ଘୋଷିତ ଏହି ଦଳରେ ବିସ୍ଫୋରକ ଓପନର ଅଭିଷେକ ଶର୍ମା ଓ ବିସ୍ମୟ ବାଳକ ବୈଭବ ସୂର୍ଯ୍ୟବଂଶୀଙ୍କୁ ସାମିଲ କରାଯାଇଛି।
2 free AI summaries left today
0 comments