ଆଉଟ୍ ହେବା ପରେ ଏଭଳି ଇସାରା ଦେଲେ ବିରାଟ, ଅବସର ନେଇ ବଢିଲା ଚର୍ଚ୍ଚା
ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ବିରାଟ କୋହଲିଙ୍କ ଦମ୍ଦାର ବ୍ୟାଟିଂ ବଳରେ ଭାରତ ୫ ୱିକେଟ୍ରେ ବିଜୟୀ ହୋଇଛି । ମାତ୍ର ୫୧ ବଲ୍ରେ ୧୩ଟି ଚୌକା ଓ ଗୋଟିଏ ଛକା ସହ ୭୪ ରନ୍ର ଚମତ୍କାର ଇନିଂସ ଖେଳିଥିଲେ ବିରାଟ । ତ
2 free AI summaries left today
0 comments