ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇଲା ଗଞ୍ଜାମ ପୋଲିସ, ମାନବିକତାର ଆଲୋକ ଜଳାଇଲେ ଏସ୍ପି
ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର କରାଳ ବିଭୀଷିକାରେ ଛାରଖାର ହୋଇଯାଇଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା ସବୁକିଛି ଛଡ଼ାଇ ନେଇ ଅନେକ ପରିବାରଙ୍କୁ ନିଃସହାୟ କରିଦେଇଛି। ଏଭଳି ଦୁଃଖଦ ସ୍ଥିତିରେ ବନ୍ୟାବିପନ୍ନଙ୍କ ମ
2 free AI summaries left today
0 comments