ଟିମ୍ଇଣ୍ଡିଆକୁ ମିଳିଗଲା ନୂଆ ସୁପରଷ୍ଟାର: ସେହ୍ବାଗ-ଦ୍ରାବିଡଙ୍କ ପୁଅ ଉପସ୍ଥିତି ସତ୍ତ୍ୱେ କଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ
ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା ଟୁର୍ନାମେଣ୍ଟର ଚତୁର୍ଥ ମ୍ୟାଚ୍ରେ ଇଶାନ ନିଜ ଘାତକ ବୋଲିଂରେ
2 free AI summaries left today
0 comments